ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଯାଜପୁର ରୋଡ ଷ୍ଟେଶନ ଟ୍ରେନ ଅଘଟଣ ଦୁଃଖଦାୟକ ବୋଲି କହିଛନ୍ତି। ଏପରିକି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri