ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏହି ଦିନଠୁ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୪(ସୁନିତ ମିଶ୍ର): ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri