ବନ୍ୟା କ୍ଷତିଗ୍ରସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଘୋଷଣା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତି ସଙ୍ଗୀନ୍‌ ହୋଇଛି। ଏବେ ଅନେକ ଜିଲା ପାଣି ଘେରରେ ରହିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ବନ୍ୟାଞ୍ଚଳ ପରିଦର୍ଶନ ପରେ ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ଦିନ ପାଇଁ ରିଲିଫ୍‌ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲାର ବନ୍ୟା ପ୍ରପୀଡିତଙ୍କ ପାଇଁ ୧୫ ଦିନ ଏବଂ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଏବଂ ଅନୁଗୋଳ ଜିଲା ପାଇଁ ୭ ଦିନିଆ ରିଲିଫ୍‌ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ବନ୍ୟା ଛାଡିବାର ୭ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?