ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧୬ ସଂଯୋଜକ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୧୨(ଅସମାପିକା ସାହୁ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୬ ଜଣ ସଂଯୋଜକ ନିଯୁକ୍ତ କରିଛନ୍ତି। ଅନୁଗୋଳ ପାଇଁ କୈଳାସ ଚନ୍ଦ୍ର ସାହୁ, ବାଲେଶ୍ୱର ପାଇଁ ରଞ୍ଜନ ବାଗ୍‌, ଭଦ୍ରକ ପାଇଁ ଡ . ସଞ୍ଜୟ ଦାସ, ଗଜପତି ପାଇଁ ୟାରାଗଣ ରାମଭଦ୍ର ରାଓ, କଳାହାଣ୍ଡି ଜିଲା ଭବାନୀପାଟଣା ସବ୍‌ଡିଭିଜନ ପାଇଁ ବଦ୍ରିନାରାୟଣ ପଟ୍ଟନାୟକ, ଆଦିତ୍ୟ ନନ୍ଦ ଧର୍ମଗଡ଼ ସବ୍‌ଡିଭିଜନ ପାଇଁ ନିଯୁକ୍ତ ହୋଇଛନ୍ତି।

ସେହିପରି କନ୍ଧମାଳ ପାଇଁ ରାଜୀବ ପାତ୍ର, ଖୋର୍ଦ୍ଧା ପାଇଁ ଶ୍ରୀମତୀ ଶ୍ରୀମୟୀ ଶ୍ୱେତା ସିଂହମିଶ୍ର , କୋରାପୁଟ ପାଇଁ ଲତା ସାହୁ , ଜୟପୁର ପାଇଁ ସ୍ମୃତି ତୁଳସୀ କିର୍‌ସାନୀ, ମାଲକାନଗିରି ପାଇଁ ଚିତ୍ରା ପଟ୍ଟନାୟକ , ଅମରେନ୍ଦ୍ର କର ରାଇରଙ୍ଗପୁର ସବ୍‌ଡିଭିଜନ ମୟୂରଭଞ୍ଜ, ସୁନୀଲ କୁମାର ଦାସ, ବାରିପଦା ସବଡିଭିଜନ ମୟୂରଭଞ୍ଜ, ସ୍ମୃତି ମଞ୍ଜୁଳା ମାଝି ନବରଙ୍ଗପୁର, ଗଙ୍ଗାଧର ପଣ୍ଡା ନୟାଗଡ଼, ରାମଲାଲ ହଂସ ନୂଆପଡ଼ା, ଗୌରୀଶଙ୍କର ରାଓ ରାୟଗଡା, ସମ୍ବଲପୁର ପାଇଁ ସିଦ୍ଧାନ୍ତ ଦାସ ଏବଂ ସୁନ୍ଦରଗଡ଼ ପାଇଁ ଯୋଗେନ୍ଦ୍ର ସିଂଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ଆମେରିକା-ଇରାନ ଆଲୋଚନା ପୁଣିଥରେ ଟ୍ରାକରେ; ଶୀଘ୍ର ଖୋଲିବ ହର୍ମୁଜ ପ୍ରଣାଳୀ; କାତାରରେ ଉଭୟ ରାଷ୍ଟ୍ର ଏଥିରେ ସହମତ

ତେହରାନ,୨୯।୬: ଆମେରିକା ଏବଂ ଇରାନ ଆଲୋଚନା ପଥରେ ଫେରିଛନ୍ତି। ଏକ ଶାନ୍ତି ଚୁକ୍ତିନାମା ପରେ, ଦୁଇ ରାଷ୍ଟ୍ର ପରସ୍ପର ଉପରେ ଆକ୍ରମଣ ଆରମ୍ଭ କରିଥିଲେ; ତଥାପି, କାତାରରେ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri