ବିଏମ୍‌ସି ପାଇଁ ୪୧୬ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୮(ଅସମାପିକା ସାହୁ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ୱରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସମ୍ପନ୍ନ ସହରର ଐତିହାସିକ ମର୍ଯ୍ୟାଦାର ସୁରକ୍ଷା ଦିଗରେ ଭୁବନେଶ୍ୱର ମହାନଗର ନିଗମର ଗୁରୁଦାୟିତ୍ୱ ରହିଛି।

କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ୱ ନିୟମିତ ଭାବେ ବଢ଼ିଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ, ପୂର୍ବରୁ ବିଏମ୍‌ସିରେ ୨୧୦ଟି ଅନୁମୋଦିତ ପଦବୀ ଥିବା ବେଳେ ଏହି ଅତିରିକ୍ତ ୪୧୬ଟି ପଦବୀ ସୃଷ୍ଟି ଦ୍ବାରା ଏହାର ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri