ସୋରଡା ଏନଏସିକୁ ୧କୋଟି ୯୭ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ସୋରଡା,୯।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋରଡା ସହରର ବିକାଶ ଲାଗି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅନୁଦାନ ପ୍ରାପ୍ତ ଫ୍ଲାଗସିପ ସ୍କିମ ମୁକ୍ତା ଯୋଜନା ଅଧୀନରେ ସୋରଡା ଏନଏସିକୁ ଏକକୋଟି ସତାନବେ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଶୁକ୍ରବାର ଭିଡିଓ କନଫେରେନ୍ସ ମାଧ୍ୟମରେ ସେ ଏହାକୁ ଘୋଷଣା କରିଛନ୍ତି। ସହରର ୧୧ ଟି ୱାର୍ଡରେ ୮ ଟି ଡ୍ରେନ, ୨୦ ଗୋଟି ପାଦଚଲା ଟ୍ରାକ, ୯ଟା ଖୋଲାସ୍ଥାନ ଉନ୍ନତିକରଣ ପାଇଁ ମୋଟ ୩୭ଟି ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି ।
ଅପରାହ୍ନ ୪ଟାରେ ବ୍ଲକ ଅଫିସ କନଫେରେନ୍ସ ଗୃହରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଭିଡିଓ କନଫେରେନ୍ସ କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡା, ଉପାଧ୍ୟକ୍ଷା ଭାଗ୍ୟଲତା ଡାକୁଆ, ମୁକ୍ତା ସଂଯୋଜକ ଯତୀନ୍ଦ୍ର ତ୍ରିପାଠୀ ସମେତ ସମସ୍ତ କାଉନସିଲର, ମହିଳା ଗୋଷ୍ଠୀ, ଏନଏସି କର୍ମଚାରୀମାନେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri