Posted inଜାତୀୟ

୪୮ କିଲୋ ଗୋବର କିଣିଲେ ମୁଖ୍ୟମନ୍ତ୍ରୀ

ରାୟପୁର, ୨୧।୭: ଛତିଶଗଡ଼ ସରକାରଙ୍କ ପକ୍ଷରୁ ଗୋଧନ ନ୍ୟାୟ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନା ଦ୍ୱାରା ଚାଷୀଙ୍କ ବିକାଶ ସମ୍ଭବ ହୋଇପାରିବ l ଯୋଜନା ଅନୁସାରେ ଚାଷୀଙ୍କଠାରୁ ସରକାର କିଲୋ ପିଛା ୨ ଟଙ୍କା ଦାମରେ ଗୋବର କିଣିବେ। ଏହି ଯୋଜନାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲା ୪୮ କିଲୋ ଗୋବର ୪ ଜଣ ଚାଷୀଙ୍କଠାରୁ କିଣିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଚାଷୀଙ୍କୁ ୯୬ ଟଙ୍କା ଦେଇଛନ୍ତି। ପ୍ରଥମ ଦିନ ରାଜ୍ୟରେ ୬୪୨ ଗୋରୁ ଗୋଠର ୧୧ ହଜାର ୨୭୭ ଜଣ ଚାଷୀ ଗୋବର ବିକିଛନ୍ତି। ପ୍ରଥମ ଦିନରେ ୧,୧୯୮ କ୍ୱିଣ୍ଟାଲ ଗୋବର ସରକାର କିଣିଛନ୍ତି। ଏଥିପାଇଁ ୨ ଲକ୍ଷ ୩୯ ହଜାର ୬୦୦ ଟଙ୍କା ଚାଷୀଙ୍କୁ ଦିଆଯାଇଥିବା କୁହାଯାଉଛି। ଜାଞ୍ଜଗରି-ଚାମ୍ପା ଜିଲାର ୧୩୪ ଗୋରୁ ଗୋଠର ୬୫୫ ଜଣ ଚାଷୀ ସର୍ବାଧିକ ୪୭୭ କ୍ୱିଣ୍ଟାଲ ଗୋବର ସରକାରଙ୍କୁ ବିକିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri