ପ୍ରୋଟକଲ୍‌ ଭାଙ୍ଗିଲେ ମୁଖମନ୍ତ୍ରୀ: ନାନୋ ଚଲାଇଲେ କେଭି ସିଂହଦେ, ପାଖରେ ମୋହନ

ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା ଭବନକୁ ଯାଇଛନ୍ତି । ତେବେ ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ସେ ଉକ୍ତ ନାନୋ କାରକୁ ଚଲାଉଥିଲେ । ଏହାସହ ତାଙ୍କ କାରର ପଛ ସିଟ୍‌ରେ କୃଷି ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ବସିଥିଲେ। ତେବେ ପ୍ରୋଟୋକଲ ଭାଙ୍ଗି ମୁଖ୍ୟମନ୍ତ୍ରୀ ନାନୋ କାରରେ ବସି ଯାତ୍ରା କରୁଥିବା ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେବାକୁ ଲାଗୁଛି।

ତେବେ କାରକେଡ ଛାଡି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନାନୋ ଗାଡିରେ ଯିବାକୁ ନେଇ ଚର୍ଚ୍ଚା ବଢିଛି । କୃଷି ଓଡ଼ିଶା କାର୍ଯ୍ୟକ୍ରମରେ କାର୍ଯ୍ୟସାରି ମୁଖ୍ୟମନ୍ତ୍ରୀ ନିଜ କାମ ସାରିବା ପରେ, ସଚିବାଳୟ ଯିବାକୁ ବାହାରିଥିଲେ । ଏହି ସମୟରେ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କୁ ନାନୋ କାରରେ ବସି ଲୋକସେବା ଭବନ ଯିବାକୁ କହିଥିଲେ । ଆଉ ଉପ-ମୁଖ୍ୟମନ୍ତ୍ରୀଙ୍କ କଥା ରଖି, ପ୍ରୋଟୋକଲ ଭାଙ୍ଗିବା ସହ ନାନୋ କାରରେ ବସି ଲୋକସେବା ଭବନକୁ ଯାଇଥିଲେ ମୋହନ ।

ପୂର୍ବରୁ ମଧ୍ୟଁ ବୁକ୍‌ ହେଇଥିବା ସ୍ବତନ୍ତ୍ର ଫ୍ଲାଇଟକୁ ବାତିଲ କରି ସାଧାରଣ ଲୋକଙ୍କ ଭଳି ବିମାନରେ ଯାତ୍ରା କରିଥିଲେ ମୋହନ ମାଝୀ । ଯାହାକି ସେତେବେଳେ ଚର୍ଚ୍ଚାର ବିଷୟ ପାଲଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri