Posted inଜାତୀୟ

କରୋନାକୁ ହରାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୦।୮-କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା ବର୍ତ୍ତମାନ ସୁସ୍ଥ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରୁ ମୁକ୍ତ କରାଯାଇଛି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶ ଯେ, ଅଗଷ୍ଟ ୨ରେ ୟେଦୁରପ୍ପାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୟେଦୁରପ୍ପା ନିଜେ କରୋନା ସଂକ୍ରମଣ ହୋଇଥିବା ନେଇ ଟୁଇଟ କରି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିଂ ବୁଥରେ ପସିବାରୁ ଅଭିନେତାଙ୍କ କାର ଜବତ

  ଅମୃତସର,୨୦।୨: ପଞ୍ଜାବର ମୋଗା ଜିଲାରେ ପୋଲିଂ ବୁଥରେ ପସିବାକୁ ଉଦ୍ୟମ କରିବାରୁ ତାଙ୍କ କାରକୁ ସିଜ କରି ଦେଇଛି ପଞ୍ଜାବ ପୋଲିସ। ୧୧୭ ବିଧାନସଭା...

ବାଲାକୋଟ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୫।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲଗାତାର ସୀମାବର୍ତ୍ତୀ ଅଞ୍ଚଳରେ ମୋର୍ଟାର ଶେଲିଂ...

ବିହାର ମଦମୃତ୍ୟୁ ୩୯କୁ ବୃଦ୍ଧି, ଏହା ଏକ ଗଣହତ୍ୟା: ଭାଜପା

ପାଟନା,୧୫।୧୨: ବିହାରର ସରନ ଜିଲା ଅଧୀନ ଛାପ୍ରା ଅଞ୍ଚଳରେ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ଗୁରୁବାର ୩୯ରେ ପହଞ୍ଚିଛି। ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟରେ କେତେକ ପରିବାର ମୃତ୍ୟୁ...

ନ୍ୟାୟ ପାଇଁ ନୁହେଁ ରାଜନୀତି କରିବାକୁ ହାଥରସ ଯାଉଛନ୍ତି ରାହୁଲ: ଇରାନି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲାକୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । ଗୋଟିଏ ପଟେ ପୀଡ଼ିତାଙ୍କ ପରିବାର ଭିନ୍ନ ଭିନ୍ନ...

ବିଧାନସଭାରେ ଭାଜପାର କଥିତ ଘୋଟାଲା ବ୍ୟାନର ଦେଖାଇଲା ଏଏପି

ନୂଆଦିଲ୍ଲୀ,୧୮ ।୧୨: ଆମ ଆଦମୀ ପାର୍ଟି(ଏଏପି) ବିଧାନସଭାର ବିଶେଷ ଅଧିବେଶନକୁ ଶୁକ୍ରବାର ପର୍ଯ୍ୟନ୍ତ ବଢାଇ ଦେଇଛି । ଦ୍ୱିତୀୟ ଦିନ ବି ଏହାର ଆରମ୍ଭ ପାଟିତୁଣ୍ଡରୁ...

କେରଳରେ ୧୨ କରୋନା ସଂକ୍ରମିତ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ଶିକ୍ଷାନୁଷ୍ଠାନ

ଥିରୁଭାନନ୍ତପୁରମ,୧୦।୩: କରୋନା ଭାଇରସରେ ସଂକ୍ରମିତ ୬ ରୋଗୀ ଚିହ୍ନଟ ହେବା ପରେ ଏବେ କେରଳରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୨ରେ। ଏହାକୁ ଦୃଷ୍ଟିରେ ରଖି ମାର୍ଚ୍ଚ...

ଚିଠି ସହ ଚୋର ଫେରାଇଲା କୋଭିଡ୍‌ ଟିକା ଭର୍ତ୍ତି ବ୍ୟାଗ୍‌

ଚଣ୍ଡିଗଡ଼,୨୨।୪ : ହରିୟାଣର ରାଜଧାନୀ ଚଣ୍ଡିଗଡ଼ରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଚୋର ଗୁରୁବାର ୧୭୦୦ କୋଭିଡ୍‌-୧୯ ଟିକା ଭର୍ତ୍ତି ଥିବା ଏକ ବ୍ୟାଗ...

ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ,୧୬।୮: ପାକିସ୍ତାନ ଆତଙ୍କବାଦୀଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଆକ୍ରମଣ ଆଶଙ୍କା କରି ଶୁକ୍ରବାର ଅପରାହ୍ନରେ ଭାରତୀୟ ବାୟୁସେନା ଓ ସ୍ଥଳ ସେନାଙ୍କୁ ସଜାଗ ରଖାଯିବା ସହ ସେଠାରେ...

Advertisement
Archives

Model This Week