କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍‌ପି ଏବଂ ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ମିଛ କଥା କହୁଥିବା କହିଥିଲେ। ଏପରିକି ବିରୋଧୀ ଦଳର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଥିବା କହି ଟାର୍ଗେଟ କରିଥିଲେ।

ନିର୍ବାଚନୀ ସଭାରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକ୍କା, କୋରାପୁଟ ବିଧାୟକ ପ୍ରାର୍ଥୀ ରଘୁରାମ ପଡାଲ, ଲକ୍ଷ୍ମୀପୁର ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ପଟ୍ଟାଙ୍ଗୀ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗି, ଜୟପୁର ବିଧାୟକ ପ୍ରାର୍ଥତ୍ନୀ ଇନ୍ଦିରା ନନ୍ଦ, ଜିଲା ସଭାପତି ଝିନ ହିକ୍‌କା ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri