Odisha Elections 2024

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍‌ପି ଏବଂ ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ମିଛ କଥା କହୁଥିବା କହିଥିଲେ। ଏପରିକି ବିରୋଧୀ ଦଳର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଥିବା କହି ଟାର୍ଗେଟ କରିଥିଲେ।

ନିର୍ବାଚନୀ ସଭାରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକ୍କା, କୋରାପୁଟ ବିଧାୟକ ପ୍ରାର୍ଥୀ ରଘୁରାମ ପଡାଲ, ଲକ୍ଷ୍ମୀପୁର ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ପଟ୍ଟାଙ୍ଗୀ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗି, ଜୟପୁର ବିଧାୟକ ପ୍ରାର୍ଥତ୍ନୀ ଇନ୍ଦିରା ନନ୍ଦ, ଜିଲା ସଭାପତି ଝିନ ହିକ୍‌କା ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦାନା ବାନ୍ଧିଲାଣି ବଡ଼ ଲଘୁଚାପ! ଆସୁଛି…

ଭୁବନେଶ୍ୱର,୧୮।୫: ଡହ ଡହ ଖରାରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ମେ ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶବର୍ତ୍ତୀ ଉତ୍ତର ଆଣ୍ଡାମାନ...

ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା

ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି।...

ଜାମୁସାହିରେ ପାଣି ପାଇଁ ହାହାକାର

ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରାଉ କରି ଲାଇନ୍‌ ସଂଯୋଗ ପାଇଁ...

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା

ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା...

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri