ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ, ଏହି ଜଘନ୍ୟ  ଅପରାଧୀଙ୍କ ବିରୋଧରେ ପୋଲିସ ଦୃଢ଼ ତଥା ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

ସୂଚନାଯୋଗ୍ୟ, ଖଲ୍ଲିକୋଟରେ ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀ ୭ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri