ପଦ୍ମଶ୍ରୀ ମାଗୁଣି ଚରଣଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୬): ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝର ଜିଲାର ଗୁରୁ ମାଗୁଣି କୁଅଁରଙ୍କର ଓଡ଼ିଶାର ଲୁପ୍ତପ୍ରାୟ କଣ୍ଢେଇ ନାଚ ପରମ୍ପରାକୁ ଉଜ୍ଜିବୀତ କରି ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ଗୁରୁ ମାଗୁଣି କୁଅଁରଙ୍କ ବିୟୋଗ ଓଡ଼ିଶାର ପାରମ୍ପରିକ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।
ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ୨୫ ଦିନ ପରେ ହୋଇପାରିବ ସିଲିଣ୍ଡର ବୁକିଂ, ତେବେ ଗାଁ ପାଇଁ କ’ଣ ରହିଛି ନିୟମ? ସଂସଦରେ ସରକାର ଦେଲେ ଉତ୍ତର

ନୂଆଦିଲ୍ଲୀ,୧୨।୩: ସଂସଦରେ ଗ୍ୟାସ ସଙ୍କଟ ସମ୍ପର୍କରେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ କହିଥିଲେ ଯେ ଦେଶରେ ପର୍ଯ୍ୟାପ୍ତ ପରିମାଣର ଏଲପିଜି ସିଲିଣ୍ଡର ଅଛି ଏବଂ ଭୟଭୀତ ହେବାର…

ଯୁଦ୍ଧ ଭିତରେ ଇରାନକୁ କେତେଥର ଫୋନ କରିଛି ଭାରତ, ବଡ଼ କଥା କହିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଭାରତ ସରକାର କୂଟନୈତିକ ଏବଂ ମାନବୀୟ ସ୍ତରରେ ସକ୍ରିୟ ଭାବରେ ନିୟୋଜିତ ଅଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ…

ଭାଇରାଲ ଗର୍ଲ ମୋନାଲିସାଙ୍କୁ ବିବାହ କରିଥିବା ଫରମାନ କିଏ? କ’ଣ କରନ୍ତି? କେମିତି ହେଲେ ମୋନାଲିସାଙ୍କ ଜୀବନସାଥି? ଜାଣନ୍ତୁ…

ମୁମ୍ବାଇ,୧୨।୩: ମହାକୁମ୍ଭ ମେଳା ୨୦୨୫ ପରେ ରାତାରାତି ଭାଇରାଲ ହୋଇଥିବା ମୋନାଲିସା ପୁଣି ଥରେ ଶିରୋନାମାରେ ଅଛନ୍ତି। ଏହାର କାରଣ ହେଉଛି ତାଙ୍କ ବିବାହ। ପ୍ରକୃତରେ, ମୋନାଲିସା…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ…

ଆକ୍ସନରେ ଭାରତ ସରକାର, ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି, ଜାଣନ୍ତୁ କ’ଣ କରାଯିବ

ନୂଆଦିଲ୍ଲୀ,୧୨।୩: ଇରାନରେ ଚାଲିଥିବା ସଙ୍କଟକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିବା ଏବଂ ସମ୍ଭାବ୍ୟ ପ୍ରଭାବର ମୁକାବିଲା କରିବା ପାଇଁ ଏକ…

ଓଡ଼ିଶାରେ ସରିଯିବ କି ଗ୍ୟାସ? ଜାଣନ୍ତୁ କ’ଣ କହିଲେ ବିଧାୟକ

ଭୁବନେଶ୍ୱର,୧୨।୩: ସାଧାରଣ ଖାଉଟୀଙ୍କ ରୋଷେଇ ଘରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ସିଧା ଅଭାବ ପଡିଛି। ଏଲପିଜି ସିଲିଣ୍ଡରର ଅଭାବ ପାଇଁ ଅଚଳାବସ୍ଥା ସୃଷ୍ଟି ହେଲାଣି। ଯୁଦ୍ଧ ପ୍ରଭାବରୁ ଗ୍ୟାସ…

ଇରାନରେ ଫସିଛନ୍ତି ୯୦୦୦ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୧୨ା୩: ଇରାନରେ ୯୦୦୦ ଭାରତୀୟ ଫସି ରହିଛନ୍ତି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୂଚନା ଦେଇ କହିଛନ୍ତି,…

ନବରାତ୍ରୀ ପୂର୍ବରୁ ସୃଷ୍ଟି ହେଉଛି ରାଜଯୋଗ, ମେଷ-ମିଥୁନ ସମେତ ଏହି ରାଶିର ବ୍ୟକ୍ତି ହେବେ ମାଲାମାଲ୍!

ରାଜଯୋଗ ଏବଂ ଧନ ଯୋଗର ଗ୍ରହ ସୂର୍ଯ୍ୟ, ଏହି ମାସର ୧୫ ତାରିଖରେ ନିଜର ରାଶି ପରିବର୍ତ୍ତନ କରିବେ। ପ୍ରାୟ ୧ଟା୦୮ ସମୟରେ, ସୂର୍ଯ୍ୟ କୁମ୍ଭ ରାଶିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri