ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

 

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ୭୬ ତମ ସ୍ବାଧୀନତା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ। ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି। ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?