ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଡେରାଡୁନ୍‌,୨୨।୩: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ସୋମବାର ସୂଚନା ଦେଇଛନ୍ତି। ସେ ନିଜକୁ ଆଇସୋଲେଟ୍‌ କରି ରଖିଥିବା କହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ସତର୍କ ହେବା ସହିତ ଯାଞ୍ଚ୍‌ କରାଇ ନିଜକୁ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ ତିରଥ ସିଂ ହରିଦ୍ୱାର କୁମ୍ଭ ମେଳାରେ ଯୋଗଦେଇଥିଲେ। ଏହା ସହିତ ରବିବାର ଏକ ଖେଳ କାର୍ଯ୍ୟକ୍ରମରେ ମଧ୍ୟ ସେ ସାମିଲ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହିଂସା: ଭୟରେ ଘର ଛାଡୁଛନ୍ତି ଲୋକେ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ଦେଖାଦେଇଥିବା ହିଂସା ଯୋଗୁ ଭୟରେ ଲୋକ ଘର ଛାଡୁଛନ୍ତି। ବ୍ୟାପକ ସୁରକ୍ଷାକର୍ମୀ ତଥା ପୋଲିସ ମୁତୟନ ପରେ ମଧ୍ୟ ହିଂସା ଥମୁ ନ...

କଂଗ୍ରେସ ନେତାଙ୍କୁ ୧.୦୪ କୋଟିର ନୋଟିସ

ମୋରାଦାବାଦ,୧୭ା୨ (ପି.ଟି.): ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ସାମ୍ବୋଧନ କରିଥିବା କଂଗ୍ରେସ ନେତା ଇମ୍ରାନ୍‌ ପ୍ରତାପଗଡ଼ୀଙ୍କୁ ପ୍ରଶାସନ ପକ୍ଷରୁ ୧.୦୪ କୋଟି ଟଙ୍କାର କାରଣ ଦର୍ଶାଅ ନୋଟିସ...

ଅସହ୍ୟ ଗରମ ଯୋଗୁ ଶୀଘ୍ର ବ୍ୟାପୁଛି କରୋନା: ଭାରତୀୟ ବୈଜ୍ଞାନିକଙ୍କ ଚାଞ୍ଚଲ୍ୟକର ତଥ୍ୟ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଖରା ଦିନରେ...

ପୁରୁଣା ଟିମ୍‌ ସହିତ କେଜରିଓ୍ବାଲଙ୍କ ନୂଆ ଇନିଂସ୍‌

ନୂଆଦିଲ୍ଲୀ,୧୬।୨: ରବିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ଶପଥ ନେଇଛନ୍ତି। କେଜରିଓ୍ବାଲଙ୍କ ସହିତ ତାଙ୍କ ପୁରୁଣା ଟିମ୍‌ର ସଦସ୍ୟ ମଧ୍ୟ ଶପଥ ପାଠ କରିଛନ୍ତି।...

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ...

କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ଲାଗି ଅନୁଭବଙ୍କ ଦାବି

ନୂଆଦିଲ୍ଲୀ,୩୦ା୧୧: କେନ୍ଦ୍ରାପଡାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ଶୁକ୍ରବାର ଦାବି କରିଛନ୍ତି। ଏହାଦ୍ୱାରା ଉକ୍ତ ଅଞ୍ଚଳକୁ ପର୍ଯ୍ୟଟକଙ୍କ ଆଗମନ ବଢ଼ିବା...

ସାନିଟାଇଜର୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ

ମୁମ୍ବାଇ,୧୩।୪: ମହାରାଷ୍ଟ୍ର ପାଲଘରର ତାରାପୁର ସ୍ଥିତ ଏକ କେମିକାଲ ଫାକ୍ଟ୍ରିରେ ସୋମବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ...

ଏହି ରାଜ୍ୟରେ ବିକ୍ରି ହୋଇପାରିବ ନାହିଁ ପତଞ୍ଜଳିର କୋରୋନିଲ

ମୁମ୍ବାଇ,୨୩।୨: ପତଞ୍ଜଳିର କରୋନିଲ ଟ୍ୟାବଲେଟ ଆବଶ୍ୟକୀୟ ମାନ୍ୟତା ବିନା ମହାରାଷ୍ଟ୍ରରେ ବିକ୍ରି ହୋଇପାରିବ ନାହିଁ। ଏ ନେଇ ରାଜ୍ୟର ଗୃହମନ୍ତ୍ରୀ ଅନୀଲ ଦେଶମୁଖ କହିଛନ୍ତି। ଏହି...

Advertisement


Archives

Model This Week