ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ଟୁଇଟ୍‌ କରି ଦେଲେ ସୂଚନା

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶ ଏବଂ କେରାନା ମାର୍ଗଦର୍ଶିକା ପାଳନ କରି ସେ ନିଜକୁ ସେଲଫ୍‌ ଆଇସୋଲେଶନରେ ରଖିଥିବା କହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜର ନମୁନା ପରୀକ୍ଷା କରାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର କେତେକ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବାପରେ ଯୋଗୀ ଆଦିତ୍ୟନାଥ ନିଜର ନମୁନା ପରୀକ୍ଷା କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ୫୮ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ-ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୫୮ତମ ପୁଣ୍ୟତିଥି ଶୁକ୍ରବାର ପାଳନ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ କଂଗ୍ରେସ ଅଧ୍ୟକ୍ଷ...

ପିଆଜ ପରେ ଏବେ ଟମାଟୋ ପାଳି : ଦାମ୍‌ ୮୦ ଟପିଲା

ନୂଆଦିଲ୍ଲୀ,୫।୧୦: ଗତ ସପ୍ତାହରେ ଦେଶରେ ପିଆଜ ଦାମ୍‌ ଶହେ ଟପିଥିବା ବେଳେ ରପ୍ତାନୀ ନୀତିରେ କେତେକ ପରିବର୍ତ୍ତନ କରାଯାଇଥିଲା। ଫଳରେ ଏବେ ଏହାର ଦାମ ଧୀରେଧୀରେ...

ଭାରତର ଆଭିମୁଖ୍ୟ ଗ୍ରହଣ କରିଛି କ୍ୱାଡ୍‌

ନୂଆଦିଲ୍ଲୀ, ୨୨ା୩: ୟୁକ୍ରେନ୍‌-ରୁଷିଆ ପ୍ରସଙ୍ଗରେ ଭାରତର ନିରପେକ୍ଷ ଆଭିମୁଖ୍ୟକୁ କ୍ୱାଡ୍‌ ଦେଶ ଗ୍ରହଣ କରିଛନ୍ତି ବୋଲି ଅଷ୍ଟ୍ରେଲିଆ କହିଛି। ୟୁକ୍ରେନ୍‌ରେ ଯୁଦ୍ଧ ରୋକିବା ପାଇଁ ଭାରତର...

ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ରହିବ ମୌସୁମୀ

ନୂଆଦିଲ୍ଲୀ,୩୧।୫: ଗତ ଏପ୍ରିଲ ମାସରୁ ଦେଶର ଅଧିକାଂଶ ସହର ତତଲା କଡେଇରେ ପଡି ଏକ ପ୍ରକାର ଛଟପଟ ହେଉଛି କହିଲେ କିଛି ଭୁଲ୍‌ ହେବନି। କାରଣ...

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା

ବନ୍ତ, ୨୯ା୩(ସ୍ବ.ପ୍ର.)-ବନ୍ତ ବ୍ଲକ ଆଗରପଡା ଥାନା ପୁରୁଷଣ୍ଢ ଗ୍ରାମରେ ବାହାର ରାଜ୍ୟରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ବନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା...

୧୫ ସିଆଇଏସ୍‌ଏଫ୍ ଯବାନଙ୍କୁ ନେଇ ଯାଉଥିବା ବସ ଉପରକୁ ଆତଙ୍କବାଦୀ ଆକ୍ରମଣ, ଜଣେ ଏଏସ୍‌ଆଇ ଶହୀଦ

ଜମ୍ମୁ,୨୨ ।୪: ଜମ୍ମୁର ଚଢା କ୍ୟାମ୍ପ ନିକଟରେ ଶୁକ୍ରବାର ଭୋର ପ୍ରାୟ ୪ଟା ବେଳେ ସିଆଇଏସ୍‌ଏଫ୍‌ର ୧୫ ଯବାନଙ୍କୁ ଡ୍ୟୁଟିରେ ନେଇ ଯାଉଥିବା ଏକ ବସ...

ପୁଣି ନିଜ ଦଳର ସରକାରଙ୍କୁ ଟାର୍ଗେଟ କଲେ ସିଦ୍ଧୁ

ଜଳନ୍ଧର,୧୦।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ସହ ଦୀର୍ଘ ଦିନର ମନୋମାଳିନ୍ୟ ପରେ ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଅଛନ୍ତି।...

‘କେନ୍ଦ୍ର ସତ୍ୟପାଠ ସନ୍ତୋଷଜନକ ନୁହେଁ’

ନୂଆଦିଲ୍ଲୀ, ୧୮ା୮: ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ କରାଯିବା ପାଇଁ ଦାଖଲ ପିଟିଶନ ଆଧାରରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ।...

Advertisement
Archives

Model This Week