ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୦:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ଦୀପାବଳି ପାଳନର ଅବ୍ୟବହିତ ପୂର୍ବରୁ ରବିବାର ସନ୍ଧ୍ୟାରେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳୀ ଅବସରରେ ରାଜ୍ୟର ଭଉଣୀଭାଇମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଜ୍ଞାନର ଆଲୋକ ମଣିଷକୁ ଅଜ୍ଞାନର ଅନ୍ଧକାର ଭିତରୁ ଉଦ୍ଧାର କରିଥାଏ। ନୂଆ ଆଶା, ନୂଆ ସ୍ବପ୍ନ ଓ ନୂଆ ଲକ୍ଷ୍ୟ ସହିତ ସୁନ୍ଦର ଓ ସମୃଦ୍ଧ ଭବିଷ୍ୟତକୁ ସ୍ବାଗତ କରିବା ପାଇଁ ଦୀପାବଳି ଉତ୍ସବ ଆମକୁ ପ୍ରେରଣା ଦେଇଥାଏ। ଅସତ୍ୟ ଓ ଅନ୍ୟାୟର ଅନ୍ଧକାରକୁ ଭେଦି ସତ୍ୟ ଓ ନ୍ୟାୟର ଆଲୁଅ ଜୀବନରେ ପରିପ୍ରକାଶ କରିଥାଏ। ଦୀପାବଳି ଆଶା, ବିଶ୍ୱାସ ଓ ଦୃଢ଼ ପ୍ରତିବଦ୍ଧତାର ଆଲୋକିତ ଅନୁଭବର ଗଣପର୍ବ। ଆସନ୍ତୁ ପ୍ରକୃତି ଓ ପରିବେଶକୁ ସମ୍ମାନ ଜଣାଇ ଚଳିତବର୍ଷ ଏକ ପ୍ରଦୂଷଣମୁକ୍ତ ସବୁଜ ଦୀପାବଳି ପାଳନ କରିବା। ଅହଂକାର ଓ ଦାନବୀୟ ପ୍ରକୃତିର ଅମା ଅନ୍ଧକାର ଭିତରୁ ଦୟା, କ୍ଷମା, ପ୍ରେମ ଓ ମାନବୀୟ ପ୍ରକୃତିକୁ ଆଲୁଅ ଦେଖାଇବା ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri