ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ଘୁମୁରା ଗାୟକ ଗୋଲକଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ ): ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଘୁମୁରା ଗାୟକ ଗୋପାଳ ନାଏକଙ୍କୁ ତାଙ୍କର ଶ୍ରେଷ୍ଠ ଲୋକ ଗୀତ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ରାଜ୍ୟ ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀ ପକ୍ଷରୁ ଏହି ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଛି। ମସ୍କାଦାଣ୍ଡିର ଗୋପାଳ ନାଏକ ଗତ କିଛି ବର୍ଷ ହେଲା ଲଗାତାର ଭାବରେ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ କେସିଙ୍ଗା ତରଫରୁ ବହୁ ଜାତୀୟ ଉତ୍ସବରେ ଗୀତ ଗାଇ ସୁନାମ ଅର୍ଜନ କରିଛନ୍ତି। ତାଙ୍କର କଣ୍ଠରେ ପ୍ରଦର୍ଶିତ ଲୋକ ଗୀତ ଏ ଅଞ୍ଚଳରେ ବେଶ ଆଦୃତ ହୋଇଛି। ତାଙ୍କର ଏହି ସମ୍ମାନ ପାଇଁ ବିଏସଏ ସଭାପତି ସୁଶାନ୍ତ ମହାପାତ୍ର, ସମ୍ପାଦକ ଅକ୍ଷୟ କୁମାର ଦାସ,ବିକ୍ରମ ବାରିକ,ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ଏନଏସି ଅଧ୍ୟକ୍ଷ ନୃପ ରାଜ ଯାଦବ,ଜାତୀୟ ଜୁନିୟର ଫେଲୋସିପ ପାଇଥିବା କଳାକାର କମ୍ବୁ ପାଣି ବାଗ,ବିଶିଷ୍ଟ ସାହିତ୍ୟିକ ତଥା ପୂର୍ବତନ ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଜୟନ୍ତ ବେହେରା,କର୍ତ୍ତବ୍ୟ ଅନୁଷ୍ଠାନର ଅଶୋକ ପଟ୍ଟନାୟକ, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ,କେସିଙ୍ଗା କଲେଜ ଅଧ୍ୟକ୍ଷ ସୁଶାନ୍ତ ପାଢ଼ୀ ,ସୁରେଶ ମହାନନ୍ଦ ,ଜ୍ଞାନେନ୍ଦ୍ର ଭୋଇ ପ୍ରମୁଖ ଏହି ପୁରସ୍କୃତ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri