Posted inଫୁରସତ

ଦିନକ ପାଇଁ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌, ୨୫ା୧: ଦିନକ ପାଇଁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରେ ବସି ଚର୍ଚ୍ଚାକୁ ଆସିଛନ୍ତି ସୃଷ୍ଟି ଗୋସ୍ବାମୀ। ରବିବାର ଜାତୀୟ କନ୍ୟା ଦିବସ ଅବସରରେ ହରିଦ୍ୱାର ଜିଲା ଦୌଲତପୁର ଗ୍ରାମର ସୃଷ୍ଟି ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ତାଙ୍କୁ ମନ୍ତ୍ରିମଣ୍ଡଳ ପକ୍ଷରୁ ସ୍ବାଗତ କରାଯାଇଥିଲା। ଏକ ବୈଠକରେ ଯୋଗଦେଇ ସେ ରାଜ୍ୟ ସରକାରଙ୍କ ପକ୍ଷରୁ ଲାଗୁ ହୋଇଥିବା ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ୧୯ ବର୍ଷୀୟା ସୃଷ୍ଟି ରୁର୍‌କି ବିଏସ୍‌ଏମ୍‌ ପିଜି କଲେଜର ବିଏସ୍‌ସି ଏଗ୍ରିକଲ୍‌ଚରର ଛାତ୍ରୀ। ତାଙ୍କ ବାପା ପ୍ରବୀଣ ପୁରିଙ୍କ ଗାଁରେ ଏକ ଗ୍ରୋସରୀ ଦୋକାନ ରହିଛି। ୨୦୧୮ରେ ସୃଷ୍ଟି ଉତ୍ତରାଖଣ୍ଡ ବିଧାନସଭାରେ ଶିଶୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ଗର୍ଲସ ଇଣ୍ଟରନ୍ୟାଶନାଲ ଲିଡରଶିପ୍‌ ପାଇ ଥାଇଲ୍ୟାଣ୍ଡରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ସବୁ ଝିଅଙ୍କଠାରେ ବହୁତ କିଛି କରି ଦେଖାଇବାର ଦକ୍ଷତା ରହିଛି। ସେମାନଙ୍କୁ କେବଳ ସହଯୋଗର ଆବଶ୍ୟକତା ଥିବା ସୃଷ୍ଟି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri