Posted inଜାତୀୟ

ସାଢ଼ ୪ ବର୍ଷର ହିସାବ ଦେଲେ ମୁଖ୍ୟମନ୍ତ୍ରୀ …

ଲକ୍ଷ୍ନୌ,୧୯।୯: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ତାଙ୍କ ଶାସନ ସମୟରେ ହୋଇଥିବା ସାଢ଼େ ୪ ବର୍ଷର ହିସାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିପୋର୍ଟ କାର୍ଡରେ ସଫଳତାର ବାର୍ତ୍ତା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାରଙ୍କ ସହାୟତାରେ ରାଜ୍ୟର ଲାଗୁ ହୋଇଥିବା ଯୋଜନା ଦ୍ୱାରା ସବୁ ବର୍ଗର ଲୋକେ ଉପକୃତ ହୋଇ ପାରିଛନ୍ତି।

କରୋନା ମହାମାରୀ ସଙ୍କଟ ସମୟରେ ରାଜ୍ୟର ୧୫ କୋଟି ଲୋକଙ୍କୁ ମାଗଣା ରାଶନ ଯୋଗାଇ ଦିଆଯାଇଛି। ରାଜ୍ୟରେ ମାଫିଆ ରାଜ ଶେଷ ହୋଇଛି। ଅପରାଧୀଙ୍କ ଉପରେ ଅଙ୍କୁଶ ଲାଗିଛି। ସେହିପରି ଦଙ୍ଗା ସଂଖ୍ୟାରେ ରୋକ ଲାଗିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅବୈଧ ନିର୍ମାଣ ହଟାଇ ୧୮୦୦ କୋଟିର ସମ୍ପତ୍ତି ଉଦ୍ଧାର କରାଯାଇଥିବା ସେ ସୂଚନା ଦେଇଛନ୍ତି। ନିଯୁକ୍ତି କ୍ଷେତ୍ରରେ ସ୍ବଚ୍ଛତା ଅବଲମ୍ବନ କରାଯିବା ସହିତ ମହିଳାଙ୍କ ସଂଖ୍ୟା ବୃଦ୍ଧି ହୋଇଥିବା ସେ କହିଛନ୍ତି। ରାଜ୍ୟର ବିକାଶ ପାଇଁ ଗତ ସାଢ଼େ ୪ ବର୍ଷ ମଧ୍ୟରେ ୩ ଲକ୍ଷ କୋଟିର ନିବେଶ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରେଶନ ବେଳେ ହତବାକ୍‌ ହେଲେ ଡାକ୍ତର: ପେଟରୁ ବାହାରିଲା ଛୁଞ୍ଚି, ବେଲ୍ଟ ସମେତ ୩୩ ସାମଗ୍ରୀ

ଛତ୍ରପୁର,୧୭।୭: ମଧ୍ୟପ୍ରଦେଶରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କ ପେଟରୁ ଡାକ୍ତର ୩୩ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତ୍ରପୁର...

ଏଣିକି ଆମେରିକା ଯାଇପାରିବେ କୋଭାକ୍ସିନ୍‌ ନେଇଥିବା ବ୍ୟକ୍ତି

ୱାଶିଂଟନ,୪।୧୧: ଭାରତର ସ୍ବଦେଶୀ ଟିକା କୋଭାକ୍ସିନର ଉଭୟ ଡୋଜ୍‌ ନେଇଥିବା ବ୍ୟକ୍ତି ଏଣିକି ବିନା ଦ୍ୱିଧାରେ ଆମେରିକା ଯାତ୍ରା କରିପାରିବେ। ଏନେଇ ଆମେରିକା ପ୍ରଶାସନ ସବୁଜ...

ଆତଙ୍କବାଦୀଙ୍କୁ ଆଶ୍ରୟ ଦେଲେ ସମ୍ପତ୍ତି ବାଜ୍ୟାପ୍ତ ହେବ

ଶ୍ରୀନଗର,୨୭।୩: ଜାଣିଶୁଣି ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଉଥିବା ଗୃହ ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତ କରାଯିବ ବୋଲି ଜମ୍ମୁ-କଶ୍ମୀର ପୋଲିସ ଶନିବାର ଘୋଷଣା କରିଛି। ଆତଙ୍କବାଦ ଉଦ୍ଦେଶ୍ୟରେ ବ୍ୟବହୃତ...

୧୩ରୁ ଆରମ୍ଭ ହେବ କୋଭିଡ୍‌-୧୯ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ, ୪ା୨- ଟିକାକରଣ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟରେ କୋଭିଡ-୧୯ ଭାକ୍ସିନର ପ୍ରଥମ ଡୋଜ ନେଇଥିବା ସ୍ବସ୍ଥ୍ୟକର୍ମୀଙ୍କୁ ଆସନ୍ତା ୧୩ ତାରିଖରେ ଦ୍ୱିତୀୟ ଡୋଜ ଦିଆଯିବ। ଏ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦଙ୍କ ପରଲୋକ

ଲକ୍ଷ୍ନୌ,୨୭।୩: ପୁର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦ ବର୍ମାଙ୍କର ଶୁକ୍ରବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସମାଜବାଦୀ ପାର୍ଟିର...

ଉଦ୍ଧବ ଗୋଷ୍ଠୀଙ୍କୁ ବଡ଼ ଆଶ୍ୱସ୍ତି: ଉପନିର୍ବାଚନରେ ଦେଇପାରିବେ ପ୍ରାର୍ଥୀ

ମୁମ୍ବାଇ,୧୩।୧୦: ମୁମ୍ବାଇ ଉପନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ଶିବସେନାର ଉଦ୍ଧବ ଗୋଷ୍ଠୀ ପ୍ରାର୍ଥୀ ଋତୁଜା ଲାଟ୍‌କେଙ୍କୁ ଅଦାଲତ ଅନୁମତି ଦେଇଛନ୍ତି। ପୌର ନିଗମରୁ ତାଙ୍କ ଇସ୍ତଫାପତ୍ର ଗ୍ରହଣ...

ପ୍ରଧାନମନ୍ତ୍ରୀ ମୋଦି ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ରେ ଅତିଥି: ସୋମବାର ରାତି ୯ଟା ରେ ୧୮୦ ଦେଶରେ ହେବ ପ୍ରସାରିତ

ନୂଆଦିଲ୍ଲୀ, ୧୧।୮: ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିଥିଭାବେ ଯୋଗଦେଇଛନ୍ତି। ଏହାର ପ୍ରସାରଣ ସୋମବାର ରାତି ୯ଟାରେ ହେବ।...

ମୃତବ୍ୟକ୍ତିର ଫଟୋ ନେଉଥିଲେ ଫଟୋଗ୍ରାଫର, ତା’ପରେ ଏମିତି ଘଟିଲା

ଥିରୁଭାନନ୍ତପୁରମ୍‌,୧୫।୭:କେରଳର ଏର୍ନାକୁଲମ ଜିଲାରେ ଏକ ହସ୍ପିଟାଲ ବାହାରେ ପୋଷ୍ଟମର୍ଟମ ପାଇଁ ରଖାଯାଇଥିବା ମୃତବ୍ୟକ୍ତିର ଫଟୋ ନେଉଥିଲେ ଜଣେ ଫଟୋଗ୍ରାଫର। ଅଚାନକ ଏକ ସ୍ବର ଆସିଥିଲା। ଫଟୋଗ୍ରାଫର...

Advertisement
Archives

Model This Week