ଶେରଗଡକୁ ଏନଏସି ମାନ୍ୟତା ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୧୪।୨: ଗଞ୍ଜାମ ଜିଲା ଶେରଗଡକୁ ଏନଏସି ମାନ୍ୟତା ମିଳିଛି। ଏନଏସି ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶେରଗଡ ସଭାରେ ସମ୍ବୋଧନ ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଭଳି ଘୋଷଣା ପରେ ଶେରଗଡବାସୀ ଖୁସି ହୋଇଛନ୍ତି।
ଏହାସହ ଶେରଗଡ଼ରେ ମୁଖ୍ୟମନ୍ତ୍ରୀ ଜିଲାର ବିକାଶ ଦିଗରେ ବହୁ ପଦକ୍ଷେପ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଶିଳାନ୍ୟାସ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ…

୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…

ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ…

ଏସିଆ କପ୍‌ ପରେ ହଠାତ୍‌ ଇସ୍ତଫା ଦେଲେ ଅଧିନାୟକ, ନିଷ୍ପତ୍ତିରେ ବୋର୍ଡ ଚକିତ

ଢାକା: ବାଂଲାଦେଶ ମହିଳା କ୍ରିକେଟ ଦଳରେ ହଠାତ୍‌ ହଲଚଲ ସୃଷ୍ଟି ହୋଇଛି। ଏସିଆ କପ୍‌ ୨୦୨୬ ଶେଷ ହେବା ପରେ ନିଗାର ସୁଲତାନା ଟି-୨୦ ଦଳର ଅଧିନାୟକ…

ଗଜକେସରୀ ଯୋଗ: ଅକ୍ଟୋବର ଆରମ୍ଭରୁ ୩ ରାଶିକୁ ମିଳିବ ବମ୍ଫର ଫାଇଦା, ମାଲାମାଲ ହେବା ସହ ଚାକିରିରେ ବଡ଼ ପ୍ରମୋଶନ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ଓ ପ୍ରଭାବଶାଳୀ ଯୋଗ ଭାବେ ମାନ୍ୟତା ଦିଆଯାଏ। ଜ୍ୟୋତିଷୀୟ ବିଶ୍ୱାସ ଅନୁସାରେ, ଏହି ଯୋଗ ଶକ୍ତି, ମାନ-ସମ୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?