ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା କରିଛନ୍ତି । ସେ ୮୮୮୪ କୋଟିର ୨୦ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ୬୮୩୨ ଚାକିରି ମଧ୍ୟ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

୨୨ଟି ଏମଓୟୁ ଓ ୫ଟି ନିବେଶ ପ୍ରସ୍ତାବରେ ୫୨୦୨୬ କୋଟି ଲକ୍ଷ୍ୟ ରଖାଯାଇଛି । ୨୦୪୨୭ ଚାକିରି ସମ୍ଭାବନା ନେଇ ମୋହନ ମାଝୀ ଘୋଷଣା କରିଛନ୍ତି । ଓଡ଼ିଶାର ଶିଳ୍ପ ବିକାଶର ମୂଳ ଇଞ୍ଜିନ ଭାବେ ଉଭା ହୋଇଛି ପଶ୍ଚିମ ଓଡ଼ିଶା । ଆମେ ସର୍ବୋତ୍ତମ ହେବୁ ଏବଂ ସର୍ବୋତ୍ତମଙ୍କ ସହ ପ୍ରତିଯୋଗିତା କରିବୁ ।

ସେହିପରି ଷ୍ଟିଲ ପ୍ଲାଣ୍ଟର ସଂପ୍ରସାରଣ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଖୁବଶୀଘ୍ର ରାଉରକେଲା ବିମାନବନ୍ଦର ଓ ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ହେବ ।  ଏନେଇ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି । ବିମାନବନ୍ଦରକୁ କାଟାଗୋରୀ-Cକୁ ବୃଦ୍ଧି କରିବାକୁ ଯୋଜନା ଚାଲିଛି । କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ଥିବା କହିଲେ ମୁଖ୍ୟମନ୍ତ୍ରୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?