ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି।

ସୂଚନା ଅନୁଯାୟୀ, ସେ ଭୁବନେଶ୍ୱରରେ କାର୍ଯ୍ୟରତ ଥିବା ସମୟରେ  ତାଙ୍କ ନାମରେ ବିଭିନ୍ନ ଅନିୟମିତତା ଓ ଦୁର୍ନୀତି ସମ୍ପର୍କିତ ଅଭିଯୋଗ ଆସିଥିଲା। ଏହା ପରେ ଘଟଣାର ତଦନ୍ତ କରାଯାଇଥିଲା।ତଦନ୍ତରେ ଅଭିଯୋଗ ସତ୍ୟ ପ୍ରମାଣିତ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ରାଜ୍ୟରେ ଦୁର୍ନୀତି ବିରୋଧରେ ସରକାରଙ୍କ କଠୋର ମନୋଭାବକୁ ପ୍ରକାଶ କରୁଛି। ଆଗାମୀ ଦିନରେ ମଧ୍ୟ ଏପରି ଅନିୟମିତତା ଓ ଦୁର୍ନୀତି ବିରୋଧରେ କଠୋର ଅଭିଯାନ ଜାରି ରହିବ ବୋଲି ସରକାର ପକ୍ଷରୁ ସୂଚିତ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri