କେନ୍ଦ୍ରାପଡ଼ାରେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା,୯ା୬: କେନ୍ଦ୍ରାପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ରାପଡ଼ା କଲେଜ ପଡ଼ିଆରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ। ଏହା ପରେ ସର୍କିଟ୍‌ ହାଉସ୍‌ରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।

ଅନ୍ୟପକ୍ଷରେ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ ସାରା ରାଜ୍ୟରେ ହେବ। ଜୁନ୍ ୧୩ରେ କଟକରେ ନାରୀ ଶକ୍ତି ସମାବେଶ, ଜୁନ୍ ୧୭ରେ ବଲାଙ୍ଗିରରେ କୃଷି ସମାବେଶ, ୧୮ରେ ବାରିପଦାରେ ଆଦିବାସୀ ସମାବେଶ ଓ ୨୧ ତାରିଖରେ ବ୍ରହ୍ମପୁରରେ ହେବ ଯୁବ ସମାବେଶ। ଏହା ବାଦ୍, ଭିଜନ୍ ଓଡିଶା ଡକ୍ୟୁମେଣ୍ଟରେ ଥିବା ଲକ୍ଷ୍ୟ ହାସଲ ପାଇଁ ମନିଟରିଂ କରିବ ମୁଖ୍ୟମନ୍ତ୍ରୀ। ପ୍ରତି ବିଭାଗରେ ସ୍ବତନ୍ତ୍ର ଭିଜନ୍ ଓଡିଶା ସେଲ୍ ଖୋଲାଯିବ। ପ୍ରତି ମାସରେ କାମର ଅଗ୍ରଗତି ନେଇ ସବୁ ବିଭାଗ ରିପୋର୍ଟ ଦେବେ। ଏଥିସହ ଭିଜନ୍ ଓଡିଶା ଡକ୍ୟୁମେଣ୍ଟ କାର୍ଯ୍ୟର ଅଗ୍ରଗତି ନେଇ ନଜର ରଖିବାକୁ କିଛି ଏଜେନ୍ସିି ମଧ୍ୟ ନିଯୁକ୍ତ ହେବେ। ଏନେଇ ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri