ଲିଙ୍ଗରାଜରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଚମକୁଛି ଏକାମ୍ର କ୍ଷେତ୍ର । ଐତିହ୍ୟର ସଂରକ୍ଷଣ ସହ ଆଗେଇଛି ସୌନ୍ଦର୍ଯ୍ୟକରଣ । ଲିଙ୍ଗରାଜ ମନ୍ଦିର ନିକଟ ୬୬ ଏକର ଜମିରେ ଏକାମ୍ର ପ୍ରକଳ୍ପ ଚାଲିଛି । ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ଦିରରେ ପହଞ୍ଚି ସମୀକ୍ଷା କରିଛନ୍ତି ।
ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଏଠାରେ ଏକା ସାଙ୍ଗରେ ୨ଲକ୍ଷ ଲୋକ ସମବେତ ହୋଇପାରିବେ । ଏପରିକି ଲିଙ୍ଗରାଜ ମନ୍ଦିର ସମ୍ମୁଖରୁ ବିନ୍ଦୁସାଗରରେ ହେଉଥିବା ଚନ୍ଦନ ଯାତ୍ରା ଦେଖିହେବ । ଶ୍ରଦ୍ଧାଳୁଙ୍କ ପାଇଁ ଓରିଏଣ୍ଟଶନ କେନ୍ଦ୍ର, ଫୁଡ ପ୍ଲାଜା, ପାର୍କିଂ ସୁବିଧା ରହିବ । ଏହା ସହିତ ସୌନ୍ଦର୍ଯ୍ୟକରଣ ପାଇଁ ୯ଟି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।  …

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେରଖି CEO ମଧ୍ୟାହ୍ନ ୧୨ଟାରୁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦିଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri