Posted inଜାତୀୟ

ବିକାଶ ବିଜ୍ଞାପନ ଚିତ୍ର ନେଇ ଅଡୁଆରେ ମୁଖ୍ୟମନ୍ତ୍ରୀ..

ଲକ୍ଷ୍ନୌ,୧୨।୯: ବିକାଶର ଭୁଲ୍‌ ବିଜ୍ଞାପନ ଚିତ୍ର ନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଏବେ ଅଡୁଆରେ ପଡ଼ିଛନ୍ତି। ଏନେଇ ତୃଣମୂଳ କଂଗ୍ରେସ (ଟିଏମସି) ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପକ୍ଷରୁ ଯୋଗୀ ସରକାରଙ୍କୁୁ ଘେରିବା ଆରମ୍ଭ ହୋଇଛି। ଟିଏମସି ଏବଂ ଏଏପି କହିଛନ୍ତି ଯେ ବିଜ୍ଞାପନରେ ବ୍ୟବହୃତ ଫ୍ଲାଏ ଓଭରର ଚିତ୍ର କୋଲକାତାର।

ଯୋଗୀ ଆଦିତ୍ୟନାଥଙ୍କ ଏକ ପ୍ରମୁଖ ବିଜ୍ଞାପନରେ କୋଲକାତାର ଫ୍ଲାଏ ଓଭରର ଫଟୋ ଦେଖାଯିବା ପରେ ଏକ ଅଡୁଆ ସୃଷ୍ଟି ହୋଇଛି। ଭାଜପାରୁ ଟିଏମସିରେ ଯୋଗ ଦେଇଥିବା ନେତା ମୁକୁଲ ରାୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ନିଜ ଦଳକୁ ବଞ୍ଚାଇବାରେ ଅସମର୍ଥ ହୋଇ ଏଭଳି କରିଛନ୍ତି ବୋଲି କହିଛନ୍ତି।

ପଶ୍ଚିମବଙ୍ଗର ବିକାଶର ଚିତ୍ରକୁ ନିଜର ବୋଲି କହିବା ଦୁଃଖର ବିଷୟ ବୋଲି ଆମ ଆଦମୀ ପାର୍ଟିର ଜାତୀୟ ମୁଖପାତ୍ର ତଥା ରାଜ୍ୟସଭା ଏମ୍‌ପି ସଞ୍ଜୟ ସିଂ ମଧ୍ୟ ଏହି ଚିତ୍ରକୁ ଶେୟାର କରି କହିଛନ୍ତି, ଏଭଳି ବିକାଶ କେବେ ଶୁଣାଯାଇ ନ ଥିଲା କିମ୍ବା ଦେଖାଯାଇ ନ ଥିଲା। କୋଲକାତା ଫ୍ଲାଏ ଓଭରକୁ ଲକ୍ଷ୍ନୌକୁ ଟଣା ହୋଇ ଅଣାଯାଇଛି। ଯୋଗୀଙ୍କ ବିକାଶ ବିଜ୍ଞାପନ ନେଇ ଏବେ ବିରୋଧୀ ଭାଜପାକୁ ଟାର୍ଗେଟ କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri