ଲିଙ୍ଗରାଜ କୁଷ୍ଠ କଲୋନି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସ୍ଥାନୀୟ ପଳାଶପଲ୍ଲୀଠାରେ ନବନିର୍ମିତ ଲିଙ୍ଗରାଜ କୁଷ୍ଠ କଲୋନି ଲୋକାର୍ପିତ କରିଛନ୍ତି। ଏଥିରେ ୩୧ଟି ଘର ରହିଛି। ଏହାଦ୍ବାରା ୯୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ଏମାନେ ସମସ୍ତେ ମଧୁବାବୁ ପେନ୍‌ସନ ଯୋଜନାରେ ସାମିଲ ହୋଇଛନ୍ତି। ଏକ ମେଡିକାଲ୍‌ ଟିମ୍‌ ପ୍ରତି ସପ୍ତାହରେ ସେମାନଙ୍କ ପାଖକୁ ଯାଇ ସେମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛି। ସେମାନଙ୍କ ସୁବିଧା ପାଇଁ ସେମାନଙ୍କୁ ଡ୍ରେସିଂ କିଟ୍‌, ଜୋତା ଓ ଟ୍ରାଇସାଇକେଲ ପ୍ରଭୃତି ବିଭିନ୍ନ ଉପକରଣ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri