ନେତାଜୀ ବସ୍‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ,୧୬ା୯: କଟକରେ ନେତାଜୀ  ବସ୍‌ ଟର୍ମିନାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅପରାହ୍ନରେ ଲୋକାର୍ପଣ କରିଛନ୍ତି। ସହରର ଗମନାଗମନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ଏବଂ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବସ୍‌ ଟର୍ମିନାଲର ଆଜି ଶୁଭ ଲୋକାର୍ପଣ ହୋଇଛି। ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଏହି ବସ୍‌ ଟର୍ମିନାଲ।

ବସ୍‌ ଟର୍ମିନାଲରେ ଡ୍ରାଇଭର ଏବଂ ବସ୍‌ର ସହାୟକମାନଙ୍କ ପାଇଁ ବିଶ୍ରାମ ଗୃହ, ଆହାର କେନ୍ଦ୍ର, ମିଶନ ଶକ୍ତି କାଫେ ଓ ବସ୍‌ ରହଣି ସ୍ଥାନ ରହିଛି।

ଉକ୍ତ ଲୋକାର୍ପଣ କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ଭର୍ତ୍ତୃହରି ମହତାବ, ୫-ଟି ସଚିବ ଭିକେ ପାଣ୍ଡିଆନ, ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ କମିଶନର ନିଖିଲ ପବନ କଲ୍ୟାଣ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?