ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ କେନ୍ଦୁଝର ଜିଲା ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫ଶହ ୬୮ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଜିଲାର ୧୩ଟି ବ୍ଲକ୍‌ରୁ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ବହୁ ସଂଖ୍ୟାରେ ଜନସାଧାରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ରହିଥିଲେ। ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଅଭିଭାଷଣ ପ୍ରଦାନ କରିଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ପାଟଣା ବିଧାୟକ ଜଗନ୍ନାଥ ନାଏକ, ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକ, ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। କେନ୍ଦୁଝର ସଦର ବ୍ଲକ କାର୍ଯ୍ୟକ୍ରମରେ ଜିଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁଙ୍କ ସମେତ ଅନ୍ୟ ଜିଲା ପରିଷଦ ସଦସ୍ୟ ଏବଂ ସରପଞ୍ଚ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri