ବରଗଡ଼ରେ ନବର୍ନିମିତ ଥାନା କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ପରିସରରେ ନବ ନିର୍ମିତ ନୂତନ ଥାନା କାର୍ଯ୍ୟାଳୟ ଶୁକ୍ରବାର ଉଦଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ନୂତନ ଥାନା କାର୍ଯ୍ୟାଳୟ ପରିସରରେ ବରଗଡ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ବରଗଡ଼ ଏସ୍‌ପି ପ୍ରହଲ୍ଲାଦ ସହାୟ ମିନା, ଅତିରିକ୍ତ ଏସ୍‌ପି ସୌରଭ ଓତା, ଏସ୍‌ଡିପିଓ ପଦରାବିନ୍ଦ ତ୍ରିପାଠୀ, ବିଡିଓ ତ୍ରିପୁର ମହାନନ୍ଦ, ଭେଡେନ ବ୍ଲକ ଅଧ୍ୟକ୍ଷା ସୁପ୍ରଭା ମହାଳିଙ୍ଗ,ଏଡିଏମ ମଧୁଛନ୍ଦା ସାହୁ, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ସୁରେଶ୍ୱର ଶତପଥୀ, ଅତାବିରା ଥାନା ଅଧିକାରୀ ସୁକୁମାର ତ୍ରିପାଠୀ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଭେଡେନ ଥାନାର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?