ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୧: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏମ୍ସ ଡାକ୍ତରଙ୍କ ସହ ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ହ୍ୟୁମାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାକୁ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆବଶ୍ୟକ ହେଲେ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନ ୧ଟା ୧୦ରେ ହ୍ୟୁମାନଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଜରୁରିକାଳୀନ ବିଭାଗରେ ପ୍ରାରମ୍ଭିକ ସ୍ଥିରତା ପରେ ଇଣ୍ଟେନ୍ସିଭିଷ୍ଟ ତଥା ଇସିଏମ୍‌ଓ ସ୍ପେଶାଲିଷ୍ଟ ଡା. ଶ୍ରୀକାନ୍ତ ବେହେରାଙ୍କ ତତ୍ତ୍ୱାବଧାନରେ ଆଇସିୟୁରେ ତାଙ୍କର ଚିକିତ୍ସା କରାଯାଉଛି। ଭେଣ୍ଟିଲେଟର ସପୋର୍ଟରେ ରହିଥିବା ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ରହିଛି। ପ୍ରାଥମିକ ଚିକିତ୍ସା ପରେ ତାଙ୍କର ମଲ୍ଟି ଅର୍ଗାନ ଡିସ୍‌ଫଙ୍କ୍‌ଶନ୍‌ ସିଣ୍ଡ୍ରୋମ୍‌ (ଏମ୍‌ଓଡିଏସ୍‌) ଯଥା ଏନ୍‌ସେଫାଲୋପାଥି, ଆଘାତ, ଶ୍ୱାସକ୍ରିୟା ବିଫଳତା, ତୀବ୍ର ବୃକକ୍‌ ଆଘାତ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ, କୋଆଗୁଲାପାଥି ଚିହ୍ନଟ ହୋଇଛି। ଏଥିସହ ଅତ୍ୟଧିକ କ୍ରନିକ୍‌ ଯକୃତ ବିଫଳତା, ବିଲାଟେରାଲ ନିମୋନିଆ, ଗୁରୁତର ଏଲ୍‌ଭି ସିଷ୍ଟୋଲିକ୍‌ ଡିସ୍‌ଫଙ୍କ୍‌ସନ ସହିତ ଡିଲାଟେଡ୍‌ କାର୍ଡିଓମାୟୋପାଥି ଚିହ୍ନଟ ହୋଇଥିବା ନେଇ ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri