Posted inଜାତୀୟ

ପଛରେ ଅଛନ୍ତି ମୁଖ୍ୟମନ୍ତ୍ରୀ, ଆଗରେ ଫୋଗାଟ, ଜାଣନ୍ତୁ ଭିଆଇପି ସିଟ୍‌ର ପରିଣାମ

ନୂଆଦିଲ୍ଲୀ,୮।୧୦: ହରିୟାଣାର ୯୦ଟି ବିଧାନସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ମଙ୍ଗଳବାର ସକାଳୁ ଆସିବାରେ ଲାଗିଛି। ଏଠାରେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୋନି, ଭୁପିନ୍ଦର ସିଂ ହୁଡ୍ଡା, ଭିନେଶ ଫୋଗାଟ, ସଞ୍ଚିତ ସିଂ ଚୌଟାଲା, ଦୁଷ୍ୟନ୍ତ ଚୌଟାଲା, ଗୋପାଳ କାଣ୍ଡା, ସାବିତ୍ରୀ ଜିନ୍ଦଲଙ୍କ ସମେତ ଆଉ କେେତେଜଣ ବଡ ଚେହେରା ମଇଦାନରେ ଅଛନ୍ତି। ଏବେ ସମସ୍ତଙ୍କ ନଜର ରାଜ୍ୟର ଏସବୁ ଭିଆଇପି ସିଟ୍‌ ଉପରେ।
ହରିୟାଣାର ମୁଖ୍ୟମନ୍ତ୍ରୀ ନାୟବ ସିଂ ସୋନି କୁରୁକ୍ଷେତ୍ରର ଲାଡଓ୍ବା ଓ ଭୁପିନ୍ଦର ସିଂ ହୁଡ୍ଡା ରୋହତକର ଗଡି ସାମ୍ପଲା ନିର୍ବାଚନ ମଣ୍ଡଳୀରୁ ଭାଜପା ପ୍ରାର୍ଥୀ ହୋଇଛନ୍ତି। ସେହିପରି ଜୁଲାନା ଆସନରୁ ଭିନେଶ ଫୋଗାଟ କଂଗ୍ରେସର ପ୍ରାର୍ଥୀ ହୋଇଥିବା ବେଳେ ଏବେ ଏମାନଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ତେବେ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସୁଦ୍ଧା ସୋନି ଏବଂ ହୁଡ୍ଡା ପଛରେ ଥିବା ବେଳେ ଫୋଗାଟ ଆଗରେ ରହିଥିବା ଜଣାପଡିଛି। ହରିୟାଣାରେ କଂଗ୍ରେସ ସରକାର ଗଠନ କରିବ ବୋଲି ଏକଜିଟ ପୋଲ୍‌ ଆକଳନ କରିଥିବା ବେଳେ ଫୋଗାଟ ଆଗୁଆ ଚାଲିବା ଭାଜପାକୁ ହୁଏତ ଚିନ୍ତାରେ ପକାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri