ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଭୋପାଳ, ୨୫।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ଆସିବା ପରେ ଶିବରାଜ ତାଙ୍କ ସହିତ ମିଳାମିଶା କରିଥିବା ଲୋକଙ୍କୁ ନମୁନା ପରୀକ୍ଷା କରିବା ଲାଗି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନା ସଂକ୍ରମଣ ଲକ୍ଷଣ ପ୍ରକାଶ ପାଇଥିବା ସେ କହିଛନ୍ତି। ତାଙ୍କର ଅତି ନିକଟତର ଥିବା ଲୋକେ କ୍ୱାରାଣ୍ଟାଇନ୍‌ରେ ରହିବାକୁ ସେ କହିଛନ୍ତି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସେ ସମସ୍ତ ପ୍ରୟାସ କରିଥିଲେ। ତେବେ ଶେଷରେ ତାଙ୍କଠାରେ କେତେକ ଲକ୍ଷଣ ପ୍ରକାଶ ପାଇଥିବା ସେ କହିଛନ୍ତି। ସେ କୋଭିଡ୍‌-୧୯ ପାଇଁ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ କରୁଥିବା ସୂଚନା ଦେଇଛନ୍ତି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସେ ଏଣିକି କରୋନା ସମୀକ୍ଷା ବୈଠକ କରିବେ ବୋଲି ଟୁଇଟ୍‌ କରି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭୋପାଳର ଚିରାୟୁ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା ଗୃହମନ୍ତ୍ରୀ ନରୋତ୍ତମୋ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ।…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri