Posted inଜାତୀୟ

ମୃତ ଆନ୍ଧ୍ରପ୍ରଦେଶ ଯାତ୍ରୀଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଜଗନ

ଅମରାବତୀ,୪ା୬: ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଆନ୍ଧ୍ରପ୍ରଦେଶ ଯାତ୍ରୀଙ୍କ ପରିବାର ସଦସ୍ୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡୀ ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟ ଉପରେ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହା କହିଥିଲେ। ସେହିପରି ଗୁରୁତର ଆହତଙ୍କୁ ୫ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଆର୍ଥତ୍କ ସହାୟତା ବାଦ୍‌ ଏହି ସହାୟତା ଯୋଗାଇ ଦିଆଯିବ ବୋଲି ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri