ଉତ୍କଳ ଦିବସରେ ଆୟୁଷ୍ମାନ ଯୋଜନାକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪: ୨ ସପ୍ତାହ ଭିତରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେବ। ଉତ୍କଳ ଦିବସରେ ସତ୍ୟଭାମାପୁର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୩ କୋଟି ୫୨ ଲକ୍ଷ ଲୋକ ଏହାର ସୁଫଳ ପାଇବେ। ରାଜ୍ୟ ଭିତରେ ଓ ବାହାର ମେଡିକାଲ୍‌ରେ ଚିକିତ୍ସା ସୁବିଧା ମିଳିବ । ୨୯ ହଜାର ମେଡିକାଲ୍‌ରେ ମିଳିବ ଚିକିତ୍ସା ସୁବିଧା।

ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ ବୋଲି ପୂର୍ବରୁ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଥିଲେ

ପୂର୍ବ ପ୍ରଚଳିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ)ର ନାମ ପରିବର୍ତ୍ତନ କରାଯାଇ ଗୋପବନ୍ଧୁ ଜନ ଆରୋଗ୍ୟ ନାମରେ ନାମିତ କରାଯାଇଛି। ଆସନ୍ତା ଫେବୃଆରୀରୁ ଓଡ଼ିଶାରେ ବିଏସ୍କଓ୍ବୋଇ ପରିବର୍ତ୍ତେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷର(ଏମଓୟୁ) ହୋଇଛି। ଏବେ ତେବେ ବିଏସ୍କଓ୍ବୋଇ ଯୋଜନାରେ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରୁଥିବା ବେଳେ ଆୟୁଷ୍ମାନ ଭାରତ ଯୋଜନାରେ କେନ୍ଦ୍ର ସରକାର ୬୦ ପ୍ରତିଶତ ଓ ରାଜ୍ୟ ସରକାର ୪୦ ପ୍ରତିଶତ ଖର୍ଚ୍ଚ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ ।…

ସ୍ବାସ୍ଥ୍ୟସେବାରେ ଅବଦାନ ପାଇଁ ପୁରସ୍କୃତ ହେଲେ କର୍ମଚାରୀ

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି…

ଚାଇନାର ବଡ଼ କାର୍ଯ୍ୟାନୁଷ୍ଠାନ: ‘ମିଙ୍ଗ୍ ଫ୍ୟାମିଲି’ର ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୨୯।୧: ଅନଲାଇନ୍ ସ୍କାମ୍ ସିଣ୍ଡିକେଟକୁ ବଡ ଝଟକା ଦେଲେ ଚାଇନା ସରକାର । ମ୍ୟାନ୍‌ମାରରେ ଚାଲିଥିବା ବିଶ୍ୱସ୍ତରୀୟ ଏହି ଅପରାଧିକ ସିଣ୍ଡିକେଟ୍ ବିରୋଧରେ ଚାଇନା ସରକାର ଏକ…

ବୟକଟ ଖେଳ ଶେଷ: ୨ରେ କଲମ୍ବୋରେ ପହଞ୍ଚିବ ପାକିସ୍ତାନ ଦଳ

ଲାହୋର,୨୯ା୧: ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପାକିସ୍ତାନ ଦଳ ଆସନ୍ତା ୨ ତାରିଖରେ ଶ୍ରୀଲଙ୍କାର କଲମ୍ବୋ ଅଭିମୁଖେ ଯାତ୍ରା କରିବ…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି…

୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ…

ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ

ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri