Odisha Budget: ବଜେଟରେ ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ବୟସ୍କଙ୍କ ପାଇଁ…

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ।

ବଜେଟରେ ମଧୁବାବୁ ପେନସନ ଯୋଜନା ପାଇଁ ୫ ହଜାର ୩୭୦ କୋଟି ବ୍ୟୟବରାଦ କରାଯାଇଛି। ଜାତୀୟ ବୟସ୍କ ଓ ପୀଡ଼ିତଙ୍କ ପାଇଁ ୨ ହଜାର ୧୮୧ କୋଟି। ଇନ୍ଦିରା ଗାନ୍ଧି ଜାତୀୟ ପେନସନ ଯୋଜନା ପାଇଁ ୧୦୧୬ କୋଟି, ବୟସ୍କଙ୍କ ପାଇଁ ଗୃହ ଯୋଜନାରେ ୫୧ କୋଟି ବ୍ୟୟବରାଦ ହୋଇଛି। ସେହିପରି ବ୍‌ଲକ୍‌ରେ ନିଶା ନିବାରଣ ପୁରସ୍କାର ଯୋଜନା ଦିଶା ପାଇଁ ୧୪ କୋଟି ବ୍ୟୟବରାଦ କରାଯାଇଛି।

ଏଥର ବଜେଟରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯାଇଛି। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି, ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୩୮୮୧ କୋଟି, ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨୦୯୧ କୋଟି ଓ ନିର୍ମଳ ପାଇଁ ୯୯୭ କୋଟି ବ୍ୟୟ ବରାଦ ହୋଇଛି। ଏଥିସହ ଶିକ୍ଷା ଓ ସମୃଦ୍ଧ ଜୀବନରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ୨୯୬୦ କୋଟି, ପିଏମ ପୋଷଣ ପାଇଁ ୮୮୫ କୋଟି, ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ୧୫୪ କୋଟି, ଛାତ୍ରବୃତ୍ତି ପାଇଁ ୪୫୦ କୋଟି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri