Odisha Budget: ବଜେଟରେ ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ବୟସ୍କଙ୍କ ପାଇଁ…

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ।

ବଜେଟରେ ମଧୁବାବୁ ପେନସନ ଯୋଜନା ପାଇଁ ୫ ହଜାର ୩୭୦ କୋଟି ବ୍ୟୟବରାଦ କରାଯାଇଛି। ଜାତୀୟ ବୟସ୍କ ଓ ପୀଡ଼ିତଙ୍କ ପାଇଁ ୨ ହଜାର ୧୮୧ କୋଟି। ଇନ୍ଦିରା ଗାନ୍ଧି ଜାତୀୟ ପେନସନ ଯୋଜନା ପାଇଁ ୧୦୧୬ କୋଟି, ବୟସ୍କଙ୍କ ପାଇଁ ଗୃହ ଯୋଜନାରେ ୫୧ କୋଟି ବ୍ୟୟବରାଦ ହୋଇଛି। ସେହିପରି ବ୍‌ଲକ୍‌ରେ ନିଶା ନିବାରଣ ପୁରସ୍କାର ଯୋଜନା ଦିଶା ପାଇଁ ୧୪ କୋଟି ବ୍ୟୟବରାଦ କରାଯାଇଛି।

ଏଥର ବଜେଟରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯାଇଛି। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି, ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୩୮୮୧ କୋଟି, ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨୦୯୧ କୋଟି ଓ ନିର୍ମଳ ପାଇଁ ୯୯୭ କୋଟି ବ୍ୟୟ ବରାଦ ହୋଇଛି। ଏଥିସହ ଶିକ୍ଷା ଓ ସମୃଦ୍ଧ ଜୀବନରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ୨୯୬୦ କୋଟି, ପିଏମ ପୋଷଣ ପାଇଁ ୮୮୫ କୋଟି, ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ୧୫୪ କୋଟି, ଛାତ୍ରବୃତ୍ତି ପାଇଁ ୪୫୦ କୋଟି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?