ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ

ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍‌ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ ମିଶି ସେମାନଙ୍କ ସମସ୍ୟା ଶୁଣିଛନ୍ତି। ଏପରିକି ଅଭିଯୋଗ ପତ୍ର ଗ୍ରହଣ କରିବା ସହ ସମାଧାନ ନେଇ ଆଶ୍ୱାସନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ ସମୟରେ ଜିଲାରେ ଲୋକଙ୍କ ଭିତରେ ବ୍ୟାପକ ଉତ୍ସାହ ଦେଖିବାକୁ ମିଳିଥିଲା। ତେବେ ସଭାରେ ଲୋକଙ୍କ ସରକାର ଲୋକଙ୍କୁ ଭେଟିବେ, ଲୋକଙ୍କ ମତାମତକୁ ନେଇ କାର୍ଯ୍ୟକ୍ରମ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡ଼ା ଦେଇ ବହୁ ଅନୁଷ୍ଠାନ ସମ୍ବର୍ଦ୍ଧିତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri