ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ

ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍‌ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ ମିଶି ସେମାନଙ୍କ ସମସ୍ୟା ଶୁଣିଛନ୍ତି। ଏପରିକି ଅଭିଯୋଗ ପତ୍ର ଗ୍ରହଣ କରିବା ସହ ସମାଧାନ ନେଇ ଆଶ୍ୱାସନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ ସମୟରେ ଜିଲାରେ ଲୋକଙ୍କ ଭିତରେ ବ୍ୟାପକ ଉତ୍ସାହ ଦେଖିବାକୁ ମିଳିଥିଲା। ତେବେ ସଭାରେ ଲୋକଙ୍କ ସରକାର ଲୋକଙ୍କୁ ଭେଟିବେ, ଲୋକଙ୍କ ମତାମତକୁ ନେଇ କାର୍ଯ୍ୟକ୍ରମ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡ଼ା ଦେଇ ବହୁ ଅନୁଷ୍ଠାନ ସମ୍ବର୍ଦ୍ଧିତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri