ସାଧବ ପୁଅଙ୍କୁ ମେଲାଣି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସବୁଠି ଚଳଚଞ୍ଚଳ। ଜଳାସୟରେ ଡଙ୍ଗା ଭସାଇବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଘଣ୍ଟ ବାଦ୍ୟ ଧ୍ୱନିରେ ବୁଧବାର ଭୋର ପ୍ରକମ୍ପିତ ହୋଇଥିଲାା। ତେବେ ପାରାଦୀପ ବନ୍ଦର ପକ୍ଷରୁ ଆଜି ବନ୍ଦର ଦିବସ ପାଳନ ହେଉଛି । ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ପତାକା ଦେଖାଇ ସାଧବ ପୁଅଙ୍କୁ ମେଲାଣି ଦେଲେ ଦେଉଛନ୍ତି।

 

Dharitri – Odisha’s No.1 Odia Daily

 

Share
Tags: home left