ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୭।୬: ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ରାଜ୍ୟରେ BJP ସରକାର ଶପଥ ନେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତକାର କରିବେ । ଏଥିସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅମିତ ଶାହାଙ୍କୁ ମଧ୍ୟ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?