ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପରିବାର

ଭୁବନେଶ୍ୱର,୨୧।୬: ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୁକ୍ରବାର ରାଜ୍ୟପାଳ ରଘୁବାର ଦାସଙ୍କୁ ଏକ ସୌଜନମୂଳକ ସାକ୍ଷାତକାର କରିଛନ୍ତି। ମୁଖ୍ୟମନ୍ତ୍ରୀ ସପରିବାର ରାଜ୍ୟପାଳଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ଭେଟି ସେ ରାଜ୍ୟର ବିକାଶମୂଳକ ଯୋଜପା ତଥା ସମସାମୟିକ ଘଟଣା ଉପରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri