ହକି ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ସେ ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।

ହକି ଦଳକୁ ଶୁଭେଚ୍ଛା ଜଣାଇବା ସହ ସେ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ହକି ପାଇଁ ହଜାରେ କୋଟି ବ୍ୟୟରେ ୧୨୦ ଏକର ଜମିରେ ଷ୍ଟାଡିଅମ ନିର୍ମାଣ ହେବ। ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି। ଶ୍ରୀମନ୍ଦିର ୪ ଦ୍ବାର ଖୋଲିଛୁ, ୬୦ଦିନରେ ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବା ପାଇଁ କାମ ଆରମ୍ଭ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri