ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ବୟାନ, କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୨୯।୭: ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି। କୋଲକାତାରୁ ଆଳୁ ଆସିବା ନେଇ ଆଲୋଚନା ହୋଇଛି। ଆମ ହକ ଦେବା ପାଇଁ ମୁଁ ମମତାଙ୍କୁ ଅନୁରୋଧ କରିଛି। ସହଯୋଗ କରିବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି। କାର୍ଯ୍ୟକାରୀ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଖୁବଶୀଘ୍ର ସମାଧାନର ରାସ୍ତା ବାହାରୁଛି, ରେଟ୍‌ ମଧ୍ୟ ବଢ଼ିବନି ବୋଲି ମମତା କହିଛନ୍ତି।

ଅନ୍ୟପଟେ, ଆଳୁ ଦର ସ୍ବାଭାବିକ ହେଉଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ ହୋଇଛି। ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି। ବଜାର ଦର ଧିରେ ଧିରେ ସ୍ବାଭାବିକ ହେଉଛି, ଦର ୩୨/୩୪ ଟଙ୍କା ହେଲାଣି। ତେବେ ମନ୍ତ୍ରୀ ୩୨/୩୪ କହୁଥିଲେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଦର ଉଚ୍ଚା ରହିଛି। କଟକ, ଭୁବନେଶ୍ବରରେ ଆଳୁ କେଜି ୫୦ ଟଙ୍କା ଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ନାଳକୁ ଯାଇଥିଲେ ଖଗେଶ୍ୱର, ହଠାତ୍‌ ଆକ୍ରମଣ କଲା ଦନ୍ତା ହାତୀ: ଆଉ ତା’ପରେ…

ସମ୍ବଲପୁର,୭।୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲି ଯୁଯୋମୁରା ଥାନା ଅନ୍ତର୍ଗତ କଂସର ପଞ୍ଚାୟତର ବୁଢ଼ିଆକଟା ଗ୍ରାମରେ ସକାଳୁ ସକାଳୁ ଏକ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି।…

କଳିଙ୍ଗା ଘାଟି ରାସ୍ତା ଖୋଲିଲା: ଯାନବାହନ ଚଳାଚଳ ସ୍ବାଭାବିକ

ଭଞ୍ଜନଗର,୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବାରମ୍ବାର ଭୂସ୍ଖଳନ ଯୋଗୁ ରାସ୍ତା ବନ୍ଦ ରହିଥିବାରୁ ଏହା କେବେ ଖୋଲିବ, ସେନେଇ…

ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଗଡ଼ିଲା ୪ ଚକିଆ ଗାଡ଼ି: ଭାରୀଯାନ ଉପରେ କଟକଣା ଜାରି

ଦାରିଙ୍ଗବାଡ଼ି, ୭।୧୧ (ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୂସ୍ଖଳନ ଓ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଯାତାୟାତ ପୁଣି ସୱାଭାବିକ ହେବାକୁ ଯାଉଛି।…

କୋଟିଆ ପ୍ରସଙ୍ଗ: ଏଇଠି ସରିଲା ନା ଆଗକୁ ଲଢ଼ିବେ

ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ):କୋରାପୁଟ ଜିଲା କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ କିଛିଦିନ ଧରି ଓଡ଼ିଶା-ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ନେତା ମୁହଁାମୁହିଁ ହୋଇଥିଲେ। ସୀମାନ୍ତରେ ପ୍ରତିଦିନ…

ICCର ବଡ଼ ଘୋଷଣା: ନେପାଳରେ ଖେଳାଯିବ ବିଶ୍ୱକପ୍‌…

ନୂଆଦିଲ୍ଲୀ,୭।୧୧: ୨୦୨୭ ଆଇସିସି ପୁରୁଷ ଦିନିକିଆ ବିଶ୍ୱକପକୁ ନେଇ ବଡ଼ ଘୋଷଣା କରିଛି ଆଇସିସି। ଆସନ୍ତା ଡିସେମ୍ବର ୪ରୁ ନେପାଳରେ ଆରମ୍ଭ ହେବ ୱାଲର୍‌ଡ କପ କ୍ୱାଲିଫାୟର…

W, W, W, W…୪ ବଲ୍‌ରେ ୪ ଉଇକେଟ! ଡବଲ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ବୈଷ୍ଣବୀ

ନ୍ୟୁ ଚଣ୍ଡୀଗଡ଼,୭।୧୧: ଭାରତୀୟ ମହିଳା କ୍ରିକେଟ୍‌ରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି ଷ୍ଟାର ସ୍ପିନର ବୈଷ୍ଣବୀ ଶର୍ମା। ମାତ୍ର ୪ଟି ବଲ୍‌ରେ ଲଗାତାର ୪ଟି ଉଇକେଟ ନେଇ…

ସନ୍ନ୍ୟାସ ଘୋଷଣା କଲେ ମହମ୍ମଦ ଶାମି: ଭାରତୀୟ ଦଳକୁ ଫେରିବା ସ୍ବପ୍ନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ ଦଳର ଅନ୍ୟତମ ଷ୍ଟାର୍‌ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର (ନଭେମ୍ବର ୬) ଶାମି ସୋସିଆଲ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?