ମୋଦିଙ୍କ ଆଗରେ ହିନ୍ଦୀରେ ଏତେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହଲଚଲ

ଭୁବନେଶ୍ୱର,୨୦।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସ୍ବାଗତ ଭାଷଣ ହିନ୍ଦୀରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ରାଜ୍ୟର ବିକାଶ, ସାମାଜିକ ସମାନତା ଏବଂ ଅର୍ଥନୈତିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଥିଲେ।

ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଭାଷଣ ଦେଇ କହିଥିଲେ, ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ। ମୋଦିଙ୍କ ପାଇଁ ଦେଶ ଆଜି ପୂରା ସୁରକ୍ଷିତ। ଦେଶ ଆଜି ବିଶ୍ବର ଚତୁର୍ଥ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି। ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳି ସାରିଛି। ଓଡ଼ିଶା ବିକାଶ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିଛି। ସମସ୍ତ ୩୦ ଜିଲ୍ଲା ଗସ୍ତ କରି ମୁଁ ଲୋକଙ୍କ ଦୁଃଖ ବୁଝିଛି। ଏବେଯାଏ ୧୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରିପାରିଛୁ।

‘ଲକ୍ଷପତି ଦିଦି’ ସୃଷ୍ଟିରେ ସାରା ଦେଶରେ ପ୍ରଥମ ହୋଇପାରିଛୁ। ଚାଷୀଙ୍କୁ ୮ ଶହ ଟଙ୍କା ବୋନସ ପ୍ରଦାନ କରିଛୁ। ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛୁ। ୨୮ ହଜାରରୁ ଊଦ୍ଧର୍‌ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri