ପ୍ରଧାନମନ୍ତ୍ରୀ-ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି, କହିଲେ ଓଡ଼ିଶା ପରିବହନକୁ ନୂଆ…

ଭୁବନେଶ୍ୱର,୧୦ା୮: ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଓଡ଼ିଶାର ବିକାଶଧାରାକୁ ଆହୁରି ଆଗକୁ ନେବ।

ଏହି ରେଳ ପ୍ରକଳ୍ପ ହେବା ଦ୍ୱାରା ବିଶେଷକରି କଳାହାଣ୍ଡି, ନବରଙ୍ଗପୁର, ମାଲ୍‌କାନଗିରି, କେନ୍ଦୁଝର, ମୟୂରଭଞ୍ଜ ଆଦି ଅଞ୍ଚଳ ବେଶ୍‌ ଉପକୃତ ହେବେ। ୧୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପ ପରିବହନ କ୍ଷେତ୍ରରେ ଓଡ଼ିଶାକୁ ନୂଆ ଦିଶା ଦେଖାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ପ୍ରତି ଜିଲାକୁ ରେଳ ସଂଯୋଗୀକରଣ ନେଇ ଆଲୋଚନା ଚାଲିଥିବା ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri