ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ

ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି ମା’ଙ୍କ ଦର୍ଶନ କରିବା ସହ ଅଧଘଣ୍ଟାଏ ଧରି ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ । ଏହାସହ ଓଡ଼ିଶାବାସୀଙ୍କ ମଙ୍ଗଳକାମନା କରିଛନ୍ତି ।

ତେବେ ମୁଖ୍ଯମନ୍ତ୍ରୀଙ୍କ ସମେତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା, ମତ୍ସପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଆସିକା ଏମପି ଅନିତା ପ୍ରିୟଦର୍ଶନୀ, କବିସୂର୍ଯ୍ଯଗର ବଧାୟକ ପ୍ରତାପଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଜଜ୍ଞନାରାୟଣ ଦାଶ, ଅନିଲକୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ସେଠାରୁ ଯାଇ କନ୍ଯା ବିବାହ ଯୋଜନା କାର୍ଯ୍ଯକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri