ଜନ୍ମଦିନରେ ପ୍ରେସମିଟ କରି ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, VB G RAM G ବିଲ୍‌…

ଭୁବନେଶ୍ୱର,୬।୧: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ୍ମଦିନ । ତେବେ ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ କରିଛନ୍ତି । ନିକଟରେ ଏହି ବିଲ୍ ଆଇନରେ ପରିଣତ ହୋଇଥିବା ବେଳେ VB G RAM G ବିଲ୍‌ର ଉପକାରିତା ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ବିରୋଧୀଙ୍କୁ ମଧ୍ୟ ସିଧାସଳଖ ଟାର୍ଗେଟ କରିଛନ୍ତି । ବିରୋଧୀ କେବଳ ଅପପ୍ରଚାର କରୁଛନ୍ତି, ଆଉ କିଛି ନୁହେଁ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ଲାଗୁ ହେଉଥିବା ଯୋଜନା ଗରିବଙ୍କ ପାଖରେ ପହଞ୍ଚୁ ନଥିଲା । ୨୦୦୯ରେ ଏହି ଯୋଜନାରେ ମହାତ୍ମା ଗାନ୍ଧିଙ୍କ ନାମ ଯୋଡ଼ା ଯାଇଥିଲା । ୨୦୦୯ ପରଠାରୁ ଯୋଜନା ନାଁ MGNREG ହୋଇଥିଲା । ପୂର୍ବ ସରକାର ମହାତ୍ମା ଗାନ୍ଧିଙ୍କ ନାଁ ଯୋଡ଼ିଲେ ହେଲେ ଲୋକଙ୍କୁ ସେହି ହିସାବରେ ସଫଳତା କିନ୍ତୁ ମିଳିଲା ନାହିଁ । ସରକାର ଏହାକୁ ଗୁରୁତର ସହ ନେଇ VB G RAM G ଆଇନ ଆଣିଛନ୍ତି । VB G RAM G ବିଲ୍‌ର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ବୋଲି ସେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ...

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ...

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ଆଟଲାଣ୍ଟିକ ମହାସାଗରରେ ଯୁଦ୍ଧ ପରିସ୍ଥିତି: ରୁଷିଆ ପତକା ଲାଗିଥିବା ତେଲ ଟ୍ୟାଙ୍କର୍‌କୁ ଜବତ କଲା ଆମେରିକା, ଏସ୍କଟ୍‌ କରୁଥିଲା ମସ୍କୋ! 

ଓ୍ବାଶିଂଟନ,୭।୧: ଭେନେଜୁଏଲା ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ଆମେରିକା ଏବେ ଆଟଲାଣ୍ଟିକ ମହାସାଗରରେ ରୁଷୀୟ ପତାକାଯୁକ୍ତ ଏକ ତୈଳ ଟ୍ୟାଙ୍କର ‘ମାରିନେରା’କୁ ଜବତ କରିଛି। ଆମେରିକୀୟ...

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ...

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri