ଜନ୍ମଦିନରେ ପ୍ରେସମିଟ କରି ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, VB G RAM G ବିଲ୍‌…

ଭୁବନେଶ୍ୱର,୬।୧: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ୍ମଦିନ । ତେବେ ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ କରିଛନ୍ତି । ନିକଟରେ ଏହି ବିଲ୍ ଆଇନରେ ପରିଣତ ହୋଇଥିବା ବେଳେ VB G RAM G ବିଲ୍‌ର ଉପକାରିତା ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ବିରୋଧୀଙ୍କୁ ମଧ୍ୟ ସିଧାସଳଖ ଟାର୍ଗେଟ କରିଛନ୍ତି । ବିରୋଧୀ କେବଳ ଅପପ୍ରଚାର କରୁଛନ୍ତି, ଆଉ କିଛି ନୁହେଁ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ଲାଗୁ ହେଉଥିବା ଯୋଜନା ଗରିବଙ୍କ ପାଖରେ ପହଞ୍ଚୁ ନଥିଲା । ୨୦୦୯ରେ ଏହି ଯୋଜନାରେ ମହାତ୍ମା ଗାନ୍ଧିଙ୍କ ନାମ ଯୋଡ଼ା ଯାଇଥିଲା । ୨୦୦୯ ପରଠାରୁ ଯୋଜନା ନାଁ MGNREG ହୋଇଥିଲା । ପୂର୍ବ ସରକାର ମହାତ୍ମା ଗାନ୍ଧିଙ୍କ ନାଁ ଯୋଡ଼ିଲେ ହେଲେ ଲୋକଙ୍କୁ ସେହି ହିସାବରେ ସଫଳତା କିନ୍ତୁ ମିଳିଲା ନାହିଁ । ସରକାର ଏହାକୁ ଗୁରୁତର ସହ ନେଇ VB G RAM G ଆଇନ ଆଣିଛନ୍ତି । VB G RAM G ବିଲ୍‌ର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ବୋଲି ସେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri