ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡା ସମେତ ବହୁ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ ଏବଂ ଓଏଏସ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ବାଗତ କରିଥିଲେ।

ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭାବନରେ ରହି କାମ କରିୁଥିଲେ ମୁଖ୍ୟମନ୍ତ୍ରୀ ମୋହନ। ତାହା ତାଙ୍କର ଅସ୍ଥାୟୀ କାର୍ଯ୍ୟାଳୟ ଥିଲା। ଏହାପରେ ଆଜିଠୁ ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri